Masthead

ବାହାରିଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ । ଦିନ୧୧ଟାରେ ରେଜଲ୍ଟ ପ୍ରକାଶ ପାଇଛି। ଓଜେଇଇ ୱେବସାଇଟ ଜରିଆରେ ମିଳିବ ପରୀକ୍ଷା ଫଳ। ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରୀତି ରଂଜନ ଘଡ଼େଇ ଆନୁଷ୍ଠାନିକ ଭାବେ ଏହି ରେଜଲ୍ଟ ଘୋଷଣା କରିଥିଲେ। ୪୮,୮୧୫ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୪୮, ୭୮୩ ଜଣ ରାଙ୍କ ପାଇଛନ୍ତି । ତେବେ ୨୩ ଟି ବିଭାଗରେ ଟପରଙ୍କ ନାଁ ଘୋଷଣା ହୋଇଛି । ବିି ଫାର୍ମାରେ ସୌରଭ କୁମାର ପତି ଟପ୍ପର ହୋଇଛନ୍ତି ।

ସେହିପରି ସିିଭିଲ ଇଞ୍ଜିନିୟରିଂରେ ସୁବାଷ ପୃଷ୍ଟି, ଇଲେକ୍ଟ୍ରିକାଲରେ ସତ୍ୟଜିତ ମହାନ୍ତି, ଏମବିଏରେ ସତ୍ୟଜିତ ସାହୁ, ଏମସିଏରେ ଅପୂର୍ବ ନାୟକ, କେମିକାଲ ଇଞ୍ଜିନିୟରିଂରେ ସଂଗ୍ରାମ ପାତ୍ର, ମେକାନିକାଲ ଇଞ୍ଜିନିୟରିଂରେ ସୁମିତ ପରିଡା, ଏମ୍ ଫାର୍ମାରେ ରଶ୍ମିରଞ୍ଜନ ପାଣିଗ୍ରାହୀ ଟପ୍ପର ହୋଇଛନ୍ତି । ଛାତ୍ରଛାତ୍ରୀମାନେ WWW.OJEE.NIC.INରେ ନିଜର ପରୀକ୍ଷା ଫଳ ପାଇପାରିବେ। ପ୍ରାୟ ୫୬ ହଜାର ପିଲା ପରୀକ୍ଷା ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା