Masthead

ଆସୁଛି କାଳବୈଶାଖୀ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ସାରା ରାଜ୍ୟରେ ଲାଗି ରହିଛି ଗ୍ରୀଷ୍ମ ପ୍ରବାହ । ଆଜି ବି ହିଟ୍ ୱେଭ୍‌ କଣ୍ଡିସନ୍‌ ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହା ମଧ୍ୟରେ ଏକ ଖୁସି ଖବର ସାମ୍ନାକୁ ଆସିଛି। ଶୁକ୍ରବାର ଠାରୁ ରାଜ୍ୟରେ ହ୍ରାସ ପାଇପାରେ ଗ୍ରୀଷ୍ମ ପ୍ରବାହ।

ଭାରତୀୟ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ତାତି ହ୍ରାସ ପାଇବାର ସମ୍ଭାବନା ରହିଛି। ଶୁକ୍ରବାର ଠାରୁ କାଳବୈଶାଖୀ ବର୍ଷା ହେବାର ଥିବାରୁ ତାତି କମିପାରେ। ଗତ ୨ ଦିନ ଧରି ଓଡ଼ିଶା, ଆନ୍ଧ୍ରପ୍ରଦେଶରେ ପ୍ରବଳ ତାତି ହେଉଛି। ସମୁଦ୍ରରୁ ଯଥେଷ୍ଟ ପରିମାଣର ବାୟୁ ଆସୁ ନଥିବାରୁ ତାତି ବଢ଼ୁଛି । ଆଇଏମଡି ଡିଜି ଆହୁରି କହିଛନ୍ତି, ଚଳିତ ବର୍ଷ ଏପ୍ରିଲ, ମେ’, ଜୁନରେ ସ୍ୱାଭାବିକ ଠାରୁ ଅଧିକ ତାତି ରହିପାରେ। ଏହାସହ ଚଳିତ ବର୍ଷ ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ତୀବ୍ରତା ଅଧିକ ରହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି