Masthead

ଆଜି ବାହାରିବ ମାଟ୍ରିକ ରେଜଲ୍ଟ

କଟକ(ବଡ଼ ଖବର ବ୍ୟୁରୋ): ଆଜି ବାହାରିବ ମାଟ୍ରିକ ଫଳ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଫଳାଫଳ ଘୋଷଣା କରାଯିବ। ଅପରାହ୍ନ ୧୨ଟା ସୁଦ୍ଧା ବୋର୍ଡ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ। www. bseodisha.ac.in ୱେବ୍‌ସାଇଟ୍‌ରେ ଛାତ୍ରଛାତ୍ରୀ ରେଜଲ୍ଟ ଚେକ୍‌ କରିପାରିବେ। ଏସଏମଏସ ମାଧ୍ୟମରେ ମଧ୍ୟ ପରୀକ୍ଷାର୍ଥୀମାନେ ରାଜଲ୍ଟ ଜାଣିପାରିବେ । ଓଆର୧୦ ଲେଖି ସ୍ପେଶ୍‌ ଦେବା ପରେ ନିଜ ରୋଲ୍ ନମ୍ବରକୁ ଟାଇପ୍‌ କରି ୫୬୭୬୭୫୦ ନମ୍ବରକୁ ପଠାଇ ଜାଣିପାରିବେ। ପରୀକ୍ଷା ଫଳକୁ ନେଇ ଯଦି କୌଣସି ପରୀକ୍ଷାର୍ଥୀଙ୍କର କିଛି ଆପତ୍ତି ଅଭିଯୋଗ ଥାଏ ତେବେ ଗୋଟିଏ ମାସ ମଧ୍ୟରେ ସେମାନେ ବୋର୍ଡ କର୍ତ୍ତୃପକ୍ଷଙ୍କୁ ଜଣାଇପାରିବେ। ସେଥିପାଇଁ ବୋର୍ଡ ପକ୍ଷରୁ ଏକ କଣ୍ଟ୍ରୋଲ ରୁମ୍ ନମ୍ବର ଜାରି କରାଯାଇଛି। ନମ୍ବରଟି ହେଲା ୦୬୭୧-୨୪୧୫୪୬୦। ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି । ଆଜି ଷ୍ଟେଟ୍ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ