Masthead

ରାଜ୍ୟ ସରକାରଙ୍କ ସହ ମହାସଂଘର ଆଲୋଚନା ସଫଳ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାରଙ୍କ ସହ ମହାସଂଘର ଆଲୋଚନା ସଫଳ ହୋଇଛି । ମୁଖ୍ୟ ସଚିବ, ପରିବହନ ସଚିବଙ୍କ ସହ ଆଲୋଚନା ପରେ ଅନ୍ଦୋଳନରୁ ଓହରିଛି ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘ । ମୁଖ୍ୟ ସଚିବ, ପରିବହନ ସଚିବଙ୍କ ସହ ଆଲୋଚନା ପରେ ଏପରି ନିଷ୍ପତ୍ତି ନେଇଛି ସଂଘ ।

ଆନ୍ଦୋଳନ ପ୍ରତ୍ୟାହାର ହୋଇଥିବା ନେଇ ମହାସଂଘ ସଭାପତି ଜନାର୍ଦ୍ଦନ ପତି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଆଜିଠାରୁ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ରାଜ୍ୟରେ ଧର୍ମଘଟକୁ ଓହ୍ଲାଇବା ନେଇ ଗତକାଲି ଗଣମାଧ୍ୟମକୁ ସୂଚନା ଦେଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର