ଆସିଲା ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ । ମଧ୍ୟାହ୍ନ ସାଢ଼େ ୧୨ଟାରେ ପରୀକ୍ଷା ଫଳ ଘୋଷଣା ହୋଇଛି। ସିଏଚ୍ଏସ୍ଇ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୁକ୍ତ +2 ପରୀକ୍ଷା ଫଳ ପୁସ୍ତିକା ଉନ୍ମଚୋନ କରିବା  ଫଳ ଘୋଷଣା କରିଛି। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ଫଳ ପ୍ରକାଶ ପାଇଛି। ଆଜି ଅପରାହ୍ନ ୩ଟାରୁ ଛାତ୍ରଛାତ୍ରୀମାନେ ୱେବ୍ସାଇଟ୍‌ରେ ନିଜର ପରୀକ୍ଷା ଫଳ ଦେଖିପାରିବେ।

-ପ୍ରକାଶ ପାଇଲା +୨ ପରୀକ୍ଷା ଫଳ
-ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ରେଜଲ୍ଟ ପ୍ରକାଶିତ
-ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ମଧ୍ୟ ପ୍ରକାଶିତ
-CHSE ଅଫିସ୍‌ରେ ରେଜଲ୍ଟ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ

-ବିଜ୍ଞାନରେ ପାସ୍‌ ହାର ୮୮.୮୦ ପ୍ରତିଶତ
-ବିଜ୍ଞାନରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ଅଧିକ
-ବିଜ୍ଞାନରେ ଛାତ୍ରଙ୍କ ପାସ୍‌ ହାର ୮୭.୪୧%
-ବିଜ୍ଞାନରେ ଛାତ୍ରୀଙ୍କ ପାସ୍‌ ହାର ୯୦.୨୪%
-ବାଣିଜ୍ୟରେ ପାସ୍‌ ହାର ୮୮.୦୭%
-ବାଣିଜ୍ୟରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ଅଧିକ
-ବାଣିଜ୍ୟରେ ଛାତ୍ରଙ୍କ ପାସ୍‌ ହାର ୮୬.୬୭%
-ବାଣିଜ୍ୟରେ ଛାତ୍ରୀଙ୍କ ପାସ୍‌ ହାର ୯୦.୪୩%
-କଳାରେ ପାସ୍‌ ହାର ୮୪.୫୦%
-କଳାରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ଅଧିକ
-ଛାତ୍ରଙ୍କ ପାସ୍‌ ହାର ୭୭.୯୭%, ଛାତ୍ରୀଙ୍କ ପାସ୍‌ ହାର ୮୯.୪୫%

-ଚଳିତବର୍ଷ ଧନ୍ଦାମୂଳକ ଶିକ୍ଷା ପାସ୍ ହାର ୭୭.୮୨%
-ଧନ୍ଦାମୂଳକ ଶିକ୍ଷାରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ଅଧିକ
-ଧନ୍ଦାମୂଳକ ଶିକ୍ଷାରେ ଛାତ୍ରଙ୍କ ପାସ୍ ହାର ୭୧.୪୯%
-ଧନ୍ଦାମୂଳକ ଶିକ୍ଷାରେ ଛାତ୍ରୀଙ୍କ ପାସ୍ ହାର ୮୩.୪୫ %

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!