Masthead

ନବୀନଙ୍କ ଉପରେ ଝାଡିଲେ ଅସନ୍ତୋଷ, ସୀମାଙ୍କ ଭଳି ନେବେ ନିଷ୍ପତ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଟିକେଟ ଘୋଷଣା ପରେ ବିଜେଡିରେ କନ୍ଦଳ । ଦଳରୁ ଇସ୍ତଫା ଦେଲେ ବିଧାୟିକା ସୀମାରାଣୀ ନାୟକ । ନବୀନ ପଟ୍ଟନାୟକଙ୍କୁ ପଠାଇଲେ ଇସ୍ତଫା ପତ୍ର । ମହେଶ ସାହୁଙ୍କୁ ଟିକେଟ ମିଳିବା ପରେ ଅସନ୍ତୋଷ । ବ୍ୟକ୍ତିଗତ କାରଣ ପାଇଁ ସେ ଇସ୍ତଫା ଦେଇଥିବା ନିଜ ପତ୍ରରେ ଲେଖିଛନ୍ତି । ଗତକାଲି ସୁପ୍ରିମୋ ଘୋଷଣା କରିଥିବା ୬ ଟି ବିଧାନସଭା ଆସନ ଘୋଷଣା କରିଥିବାବେଳେ ସୀମାରାଣୀଙ୍କ ପରି ଆହୁରି ଦୁଇ ବିଧାୟକଙ୍କର କଟିଛି ଟିକେଟ । କଟୁ କଟୁ ଅସନ୍ତୋଷ ବ୍ୟକ୍ତ କରିଥିଲେ ଉଭୟ ନେତା । ବାଲିକୁଦା-ଏରସମା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ ଓ ବରୀ ବିଧାୟିକା ସୁନନ୍ଦା ଦାସ । ଚର୍ଚ୍ଚା ହେଉଛି ସୀମାରାଣୀ ନେଲେ ନିଷ୍ପତ୍ତି ଏମାନେ ବି ଖୁବ୍ ଶୀଘ୍ର ନେଇପାରନ୍ତି ସୀମା, ପର୍ଶୁ ଓ ରମେଶଙ୍କ ଭଳି ପଦକ୍ଷେପ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା