Masthead

ନିଲମ୍ବନ ଆଦେଶ ପ୍ରତ୍ୟାହୃତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଚନ ପଟ୍ଟନାୟକ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଂଗ୍ରେସ ନେତୃବୁନ୍ଦ ଡଃ ତିରୁପତି ପାଣିଗ୍ରାହୀ , ଏସ.ଗଜପତି ରାଓ , ବି.ବାଲରାଜୁ, ଟି.ନାଗେଶ୍ୱର ରାଓ, ଡି.ଭି.ରାଜୁ, ଏମ କ୍ରିଷ୍ଣା ରାଓ, ଏସ.ବାଲରାଜୁ, ଏସ.ଜୟମୋହନ ରାଓ, କ୍ରିଷ୍ଣା କୁମାର ବେହେରା ଓ କାଶିନଗର ବ୍ଲକର ନେତୃବୁନ୍ଦ

ଜି.ତିରୁପତି ରାଓ, ଅଖିଳ କୁମାର ପାତ୍ର, କେ.ସି.ଏଚ. ଡୋରା, ଏନ ଜିବରତ୍ନ , କେ.ରାମାରାଓଙ୍କ ଉପରେ ହୋଇଥିବା ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରିଛନ୍ତି । ଏନେଇ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ପକ୍ଷରୁ  ସୂଚନା ପ୍ରକାଶ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ