Masthead

ରେଳ ବଜେଟରେ ଓଡିଶାକୁ ମିଳିଲା ୬୯୯୫ କୋଟି

ଭୁବନେଶ୍ୱର(ବଡ଼ ଖବର): ରେଳ ବଜେଟରେ ଓଡିଶା ପାଇଁ ୬ ହଜାର ୯୯୫ ବ୍ୟୟବରାଦ । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ପୀୟୁଷ ଗୋୟେଲ । ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ୭ହଜାର ୨୦୦କୋଟି ଦାବି କରିଥିଲେ । ବିଶେଷ କରି ନୂଆ ରେଳ ଲାଇନ ଏବଂ ବିଭିନ୍ନ ନିର୍ମାଣଧିନ ପ୍ରକଳ୍ପରେ ଓଡିଶା ପାଇଁ ଅନୁଦାନ ପୂର୍ବବର୍ଷ ତୁଳନାରେ କମାଇ ଦିଆଯାଇଛି । ତାଲଚେର-ବିମଳାଗଡ ରେଳ ଲାଇନ ପ୍ରକଳ୍ପ, ଅନୁଗୁଳ-ସୁକିନ୍ଦା ପ୍ରକଳ୍ପ ବ୍ୟୟରେ ହ୍ରାସ କରାଯାଇଛି । ସେହିପରି ଜୟପୁର-ନବରଙ୍ଗପୁର ନୂଆ ରେଳ ଲାଇନ ପାଇଁ ଗତବର୍ଷ ୨୦କୋଟି ବ୍ୟୟବରାଦ ହୋଇଥିବା ବେଳେ ଚଳିତ ବର୍ଷ ଏହାକୁ ୧୧କୋଟି ଟଙ୍କାକୁ ହ୍ରାସ କରାଯାଇଛି । ତେବେ ଓଡିଶା ପାଇଁ ହୋଇଥିବା ବ୍ୟୟବରାଦରେ ନୂଆ ରେଳପଥ, ଗେଜ୍ ପରିବର୍ତ୍ତନ ଓ ଦୋହରୀକରଣ ଭଳି ୩୯ଟି ପ୍ରକଳ୍ପ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ