Masthead

ଓଡ଼ିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚତୁର୍ଥ ଥର ଓଡ଼ିଶାକୁ ମିଳିଲା ସ୍ପୋର୍ଟସ ଷ୍ଟାର ଆୱାର୍ଡ । କ୍ରୀଡା ପ୍ରୋତ୍ସାହନ କ୍ଷେତ୍ରରେ ଓଡ଼ିଶାକୁ ଶ୍ରେଷ୍ଠ ରାଜ୍ୟ ଭାବେ ଏହି ପୁରସ୍କାର ମିଳିଛି । ପ୍ରସିଦ୍ଧ କ୍ରୀଡା ପତ୍ରିକା ସ୍ପୋର୍ଟସ ଷ୍ଟାର ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି । ମୁମ୍ବାଇରେ ଆୟୋଜିତ ସ୍ପୋର୍ଟସ ଷ୍ଟାର ଆସେସ୍-୨୦୨୩ ଆୱାର୍ଡସ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ବେଷ୍ଟ ଷ୍ଟେଟ୍ ଫର୍ ପ୍ରମୋସନ୍ ଅଫ୍ ସ୍ପୋର୍ଟସ ପୁରସ୍କାର ଗ୍ରହଣ କରିଛନ୍ତି ।

ଚତୁର୍ଥ ଥର ପାଇଁ ଓଡ଼ିଶା ଏହି ମର୍ୟ୍ୟାଦାଜନକ ପୁରସ୍କାର ପାଇଛି । କ୍ରୀଡା କ୍ଷେତ୍ରରେ ଉତ୍କୃଷ୍ଟତା, ପ୍ରତିଯୋଗୀତା, କୋଚିଂ, ଭିତ୍ତିଭୂମି ଓ ପ୍ରତିଭାଧର କ୍ରୀଡାବିତଙ୍କ ପାଇଁ କଲ୍ୟାଣ ଯୋଜନାର ମିଳିତ ଭୂମିକାରେ ପ୍ରତିଷ୍ଠା ପାଇଥିବା ଓଡ଼ିଶାର ସ୍ପୋର୍ଟସ ମଡେଲ୍ ସ୍ୱତନ୍ତ୍ର ସ୍ଥାନ ହାସଲ କରିଛି । ପୁରସ୍କାର ପାଇଁ ହିନ୍ଦୁ ଗ୍ରୁପ ତଥା ସ୍ପୋର୍ଟସ ଷ୍ଟାରକୁ ଧନ୍ୟବାଦ ଦେଇ ମୁଖ୍ୟମନ୍ତ୍ରୀ ଏହି ପୁରସ୍କାରକୁ ଓଡ଼ିଶାର ଜନସାଧାରଣଙ୍କୁ ଉତ୍ସର୍ଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’ 🔴 ଦିଲ୍ଲୀ ବିସ୍ଫୋରଣ, ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ 🔴 ଦିଲ୍ଲୀ ବିସ୍ଫୋରଣ, ୧୩ ଜଣଙ୍କୁ ଅଟକ ରଖି ପଚରାଉଚରା 🔴 ଭୋଟ ଦେଉଛି ନୂଆପଡ଼ା 🔴 ଅଭିନେତା ଧର୍ମେନ୍ଦ୍ରଙ୍କ ମୃତ୍ୟୁ ଖବର ଗୁଜବ 🔴 SI ସ୍କାମ୍ , ମାମଲା ରୁଜୁ କଲା ସିବିଆଇ 🔴 ଖସୁଛି ପାରଦ, ବଢୁଛି ଥଣ୍ଡା 🔴 କାଲି ଇଭିଏମରୁ ଖୋଲିବ ପ୍ରାର୍ଥୀଙ୍କ ଭାଗ୍ୟ 🔴 LNJPରେ ଆହତ ବ୍ୟକ୍ତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ 🔴 ଆଜି ପ୍ରଥମାଷ୍ଟମୀ, ନୂଆ ବସ୍ତ୍ର ପିନ୍ଧିବେ ଘରର ଜ୍ୟେଷ୍ଠମାନେ 🔴 ‘ଦିଲ୍ଲୀ ବିସ୍ଫୋରଣ, ଦୋଷୀଙ୍କୁ ଛଡା ଯିବନି’ 🔴 ଦିଲ୍ଲୀ ବିସ୍ଫୋରଣ, ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ 🔴 ଦିଲ୍ଲୀ ବିସ୍ଫୋରଣ, ୧୩ ଜଣଙ୍କୁ ଅଟକ ରଖି ପଚରାଉଚରା 🔴 ଭୋଟ ଦେଉଛି ନୂଆପଡ଼ା 🔴 ଅଭିନେତା ଧର୍ମେନ୍ଦ୍ରଙ୍କ ମୃତ୍ୟୁ ଖବର ଗୁଜବ