Masthead

ରାଜ୍ୟରେ ୪୬ ମୁଣ୍ଡ ନେଇଛି ମହାମାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୨୪ ଘଣ୍ଟାରେ ୩ ହଜାର ୪୫୬ ନୂଆ ଆକ୍ରାନ୍ତ ଚିହ୍ନଟ। ସଙ୍ଗରୋଧରୁ ୧୯ ଶହ ୭୩ ଜଣ ଥିବା ବେଳେ ୧୪ ଶହ ୮୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୪୮୦, ପୁରୀରୁ ୨୮୯, ଯାଜପୁରରୁ ୨୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଗୋଟିଏ ଦିନରେ ୪୬ ମୁଣ୍ଡ ନେଇଛି ମହାମାରୀ ।

ରାଜ୍ୟରେ ମୋଟ ସଂକ୍ରମଣ ସଂଖ୍ୟା ୮ ଲକ୍ଷ ୮୬ ହଜାର ୯୪୬ ରହିଛି । ସେଥିରୁ ସୁସ୍ଥ ହୋଇଛନ୍ତି ୮ଲକ୍ଷ ୪୮ ହଜାର ୯୬ । ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି ୩୪ ହଜାର ୨୧୬। ୬୫ ହଜାର ୮୪୫ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ୫ ଦଶମିକ ୨୪ ପ୍ରତିଶତ ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର