Masthead

ନବ ଦାସ ହତ୍ୟା ମାମଲା, ସିବିଆଇ ତଦନ୍ତ ଦାବି କଲେ ଓଡିଶା ରାଜ୍ୟ ସଭାପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ପୁରିଲାଣି ୧୭ ଦିନ । କିନ୍ତୁ ହତ୍ୟାକାଣ୍ଡ ପଛର କାରଣ ଏବେ ବି ରହସ୍ୟ ହୋଇ ରହିଛି । ଅଭିଯୁକ୍ତ ଗୋପାଳ ଦାସ କାହିଁକି ମନ୍ତ୍ରୀଙ୍କୁ ଗୁଳି କଲେ, ଏହା ପଛର କାରଣ କଣ, ତାର ଖୁଲାସ କ୍ରାଇମବ୍ରାଞ୍ଚ ଏବେ ବି କରିନାହିଁ । ଅନ୍ୟପଟେ କ୍ରାଇମବ୍ରାଞ୍ଚ ପୁଣି ଅଭିଯୁକ୍ତକୁ ରିମାଣ୍ଡରେ ନେଇନଥିବାରୁ ଗୁଳିକାଣ୍ଡର କାରଣ ଜାଣି ସାରିଥିବା ଅନୁମାନ କରାଯାଉଛି ।

ସେପଟେ ନବ ଦାସଙ୍କ ହତ୍ୟା ମାମଲାରେ ୨୫ ଟି ସମ୍ବେଦନଶୀଳ ତଥ୍ୟ ସହିତ ସିବିଆଇ ତଦନ୍ତ ଦାବି କରିଛନ୍ତି ଓଡିଶା ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ । ସୁପ୍ରିମିକୋର୍ଟଙ୍କ ମୁଖ୍ୟ ବିଚାରପତିଙ୍କୁ ପିଟିସନ ଦାଖଲ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ