Before Header

ନବ ଦାସ ହତ୍ୟା ମାମଲା, ସିବିଆଇ ତଦନ୍ତ ଦାବି କଲେ ଓଡିଶା ରାଜ୍ୟ ସଭାପତି

0 78

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡକୁ ପୁରିଲାଣି ୧୭ ଦିନ । କିନ୍ତୁ ହତ୍ୟାକାଣ୍ଡ ପଛର କାରଣ ଏବେ ବି ରହସ୍ୟ ହୋଇ ରହିଛି । ଅଭିଯୁକ୍ତ ଗୋପାଳ ଦାସ କାହିଁକି ମନ୍ତ୍ରୀଙ୍କୁ ଗୁଳି କଲେ, ଏହା ପଛର କାରଣ କଣ, ତାର ଖୁଲାସ କ୍ରାଇମବ୍ରାଞ୍ଚ ଏବେ ବି କରିନାହିଁ । ଅନ୍ୟପଟେ କ୍ରାଇମବ୍ରାଞ୍ଚ ପୁଣି ଅଭିଯୁକ୍ତକୁ ରିମାଣ୍ଡରେ ନେଇନଥିବାରୁ ଗୁଳିକାଣ୍ଡର କାରଣ ଜାଣି ସାରିଥିବା ଅନୁମାନ କରାଯାଉଛି ।

ସେପଟେ ନବ ଦାସଙ୍କ ହତ୍ୟା ମାମଲାରେ ୨୫ ଟି ସମ୍ବେଦନଶୀଳ ତଥ୍ୟ ସହିତ ସିବିଆଇ ତଦନ୍ତ ଦାବି କରିଛନ୍ତି ଓଡିଶା ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ । ସୁପ୍ରିମିକୋର୍ଟଙ୍କ ମୁଖ୍ୟ ବିଚାରପତିଙ୍କୁ ପିଟିସନ ଦାଖଲ କରିଛନ୍ତି ।

 

Leave A Reply

Your email address will not be published.