Masthead

ମଣିଷକୁ ଖାଇଲା ବାଘ !

ବାରିପଦା (ବଡ଼ ଖବର ବ୍ୟୁରୋ): ମଣିଷକୁ ଖାଇଗଲା ମହାବଳ ବାଘ । ବାରିପଦା କରଞ୍ଜିଆ ବନଖନଡ଼ ଦୁଧିଆଣୀ ରେଞ୍ଜ୍‌ ଅଧୀନ କୁମୁଡ଼ାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରେ ପଡ଼ିଛି ଜେଣ ବ୍ୟକ୍ତିଙ୍କ କ୍ଷତାକ୍ତ ଗୋଡ଼ । ମଣିଷର ଅଧା ଦେହକୁ ଖାଇ ବାଘ ଚାଲିଯାଇଥିବା ପାରିପାଶ୍ୱିର୍କ ସ୍ଥିତିକୁ ସନ୍ଦେହ କରାଯାଉଛି । ମୃତ ବ୍ୟକ୍ତି ଜଣକ ଯଶିପୁର ଥାନା ବସନ୍ତପୁର ଗାଁର ସାଧୁ ନାଏକ ସକାଳୁ ଛେଳି ପାଇଁ ଡ଼ାଳ ଆଣିବାକୁ ଜଙ୍ଗଲକୁ ଯାଇଥିଲେ । ସେଠାରୁ ଆଉ ସେ ଘରକୁ ଫେରିନଥିଲେ । ସୋମବାର ସକାଳୁ ସକାଳୁ ତାଙ୍କର ଦୁଇଟି କ୍ଷତାକ୍ତ ଗୋଡ଼ ମିଳିଥିଲା ।  ଘଟଣାସ୍ଥଳରେ ଯଶିପୁର ପୋଲିସ ଓ ବନବିଭାଗ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି । ତେବ ଏ ଘଟଣାକୁ ନେଇ ସ୍ଥାନିୟ ଅଞ୍ଚଳରେ ଭୟର ବାତାବରଣ ଖେଦିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 PUCC ବୀମା ନଥିଲେ ଧରିବ ଇ ଡିଟେକ୍ସନ 🔴 ଆହୁରି ତୀବ୍ର ହେଲା ଇରାନ୍-ଆମେରିକା ଯୁଦ୍ଧ 🔴 ୯ ତାରିଖରୁ ରାଜ୍ୟରେ ବଢ଼ିବ ବର୍ଷା 🔴 ସର୍ପାଘାତ ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ 🔴 ଛାତ୍ର ଦୁର୍ଘଟଣା ସହାୟତାକୁ ନେଇ ନୂଆ ନିର୍ଦ୍ଦେଶାବଳୀ 🔴 ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି