Masthead

ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୩ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦୁର୍ବଳ ହୋଇପଡ଼ିଛି। ତେଣୁ ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ଏବେ ପୁନର୍ବାର ସକ୍ରିୟ ହୋଇପଡ଼ିଛି। ୧୮ରୁ ୨୨ ତାରିଖ ଯାଏ ୩ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର ୮ ଜିଲ୍ଲା ଯାଜପୁର, ଖୋର୍ଦ୍ଧା, ଢ଼େଙ୍କାନାଳ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ପୁରୀ, ନୟାଗଡ଼, ଅନୁଗୋଳ ଓ କଳାହାଣ୍ଡି ଆଦି ୧୦ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ