Masthead

ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣେ ଯାତ୍ରୀଙ୍କ ଜୀବନ

କଟକ (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣେ ଯାତ୍ରୀଙ୍କ ଜୀବନ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି । ମୃତକ ବିହାର ଅଞ୍ଚଳର ସୋହେଲ ମନସୁର ସୂଚନା । କଟକ ଏସ୍‌ସିବି ଟ୍ରମା ଆଇସିୟୁରେ ଚାଲିଥିଲା ତାଙ୍କର ଚିକିତ୍ସା । ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅତ୍ୟନ୍ତ ଗୁରୁତ୍ୱର ଥିଲା । କିଛି ଦିନ ହେବ ସେ ବାରମ୍ବାର ଚେତାଶୂନ୍ୟ ହୋଇ ପଡୁଥିଲେ । ଆଜି ତାଙ୍କର ମୃତ୍ୟୁ ହୋଇଛି । ତେବେ ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୯୧କୁ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ