Masthead

ଡିଏନଏ ଟେଷ୍ଟ ମାଧ୍ୟମରେ ଚିହ୍ନଟ ହେଲା ଆଉ ୨୯ ମୃତଦେହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଚିହ୍ନଟ ହେଲା ଆଉ ୨୯ ମୃତଦେହ । ୨୯ଟି ମୃତଦେହକୁ ଡିଏନଏ ଟେଷ୍ଟ ମାଧ୍ୟମରେ ଚିହ୍ନଟ କରାଯାଇଛି । ସେହି ମୃତଦେହ ଗୁଡିକୁ ଆଜି ସେମାନଙ୍କ ନିକଟ ସମ୍ପର୍କୀୟକୁ ହସ୍ତାନ୍ତର କରାଯିବ । ଚିହ୍ନଟ ମୃତଦେହ ପଶ୍ଚିମବଙ୍ଗ, ବିହାର, ଓଡ଼ିଶାର ହୋଇଥିବା ସୂଚନା । ମୃତଦେହକୁ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ଖର୍ଚ୍ଚ ସଂପୂର୍ଣ୍ଣ ଭାବେ ରାଜ୍ୟ ସରକାର ବହନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜିଠୁ ପୁଣି ବଢିପାରେ ଶୀତ 🔴 ସକାଳୁ ସକାଳୁ ଆକ୍ସନ ମୋଡରେ ଭିଜିଲାନ୍ସ 🔴 ଟାଟା ଏର୍ଣ୍ଣାକୁଲମ ଏକ୍ସପ୍ରେସରେ ନିଆଁ; ଜଣେ ମୃତ 🔴 ଫେରିଗଲେ ଦନ୍ତା, ଖୋଲିଲା ଶିଖରଚଣ୍ଡୀ ପୀଠ 🔴 ରାଜ୍ୟରେ ଆଗାମୀ ୪ ଦିନ ଘନ କୁହୁଡ଼ି ଆଲର୍ଟ 🔴 ଦୋକାନ ଭିତରେ ଜଳିଗଲେ ପରିବା ଦୋକାନୀ 🔴 ପରଲୋକରେ କୋରେଇର ପୂର୍ବତନ ବିଧାୟକା ସଞ୍ଚିତା ମହାନ୍ତି 🔴 ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ 🔴 ନାବାଳିକା ଦୁଷ୍କର୍ମ ଘଟଣା, ୬ଘଣ୍ଟିଆ ଚାନ୍ଦବାଲି ବନ୍ଦ 🔴 ରାଜ୍ୟରେ ଘନ କୁହୁଡ଼ି, ଯାତାୟାତ ବାଧାପ୍ରାପ୍ତ 🔴 ଆଜିଠୁ ପୁଣି ବଢିପାରେ ଶୀତ 🔴 ସକାଳୁ ସକାଳୁ ଆକ୍ସନ ମୋଡରେ ଭିଜିଲାନ୍ସ 🔴 ଟାଟା ଏର୍ଣ୍ଣାକୁଲମ ଏକ୍ସପ୍ରେସରେ ନିଆଁ; ଜଣେ ମୃତ 🔴 ଫେରିଗଲେ ଦନ୍ତା, ଖୋଲିଲା ଶିଖରଚଣ୍ଡୀ ପୀଠ 🔴 ରାଜ୍ୟରେ ଆଗାମୀ ୪ ଦିନ ଘନ କୁହୁଡ଼ି ଆଲର୍ଟ 🔴 ଦୋକାନ ଭିତରେ ଜଳିଗଲେ ପରିବା ଦୋକାନୀ 🔴 ପରଲୋକରେ କୋରେଇର ପୂର୍ବତନ ବିଧାୟକା ସଞ୍ଚିତା ମହାନ୍ତି 🔴 ଜେଇଙ୍କ ଘରେ ଭିଜିଲାନ୍ସ ରେଡ୍‌ 🔴 ନାବାଳିକା ଦୁଷ୍କର୍ମ ଘଟଣା, ୬ଘଣ୍ଟିଆ ଚାନ୍ଦବାଲି ବନ୍ଦ 🔴 ରାଜ୍ୟରେ ଘନ କୁହୁଡ଼ି, ଯାତାୟାତ ବାଧାପ୍ରାପ୍ତ