ଡିଏନଏ ଟେଷ୍ଟ ମାଧ୍ୟମରେ ଚିହ୍ନଟ ହେଲା ଆଉ ୨୯ ମୃତଦେହ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଚିହ୍ନଟ ହେଲା ଆଉ ୨୯ ମୃତଦେହ । ୨୯ଟି ମୃତଦେହକୁ ଡିଏନଏ ଟେଷ୍ଟ ମାଧ୍ୟମରେ ଚିହ୍ନଟ କରାଯାଇଛି । ସେହି ମୃତଦେହ ଗୁଡିକୁ ଆଜି ସେମାନଙ୍କ ନିକଟ ସମ୍ପର୍କୀୟକୁ ହସ୍ତାନ୍ତର କରାଯିବ । ଚିହ୍ନଟ ମୃତଦେହ ପଶ୍ଚିମବଙ୍ଗ, ବିହାର, ଓଡ଼ିଶାର ହୋଇଥିବା ସୂଚନା । ମୃତଦେହକୁ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ଖର୍ଚ୍ଚ ସଂପୂର୍ଣ୍ଣ ଭାବେ ରାଜ୍ୟ ସରକାର ବହନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!