Masthead

ବାହାନଗା ଟ୍ରେନ ଟ୍ରାଜେଡି, ୫ ଦିନିଆ ରିମାଣ୍ଡରେ ଅଭିଯୁକ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୫ ଦିନିଆ ରିମାଣ୍ଡରେ ବାହାନଗା ଟ୍ରେନ ଟ୍ରାଜେଡି ଅଭିଯୁକ୍ତ । ୧୧ ତାରିଖ ଯାଏଁ ଅଭିଯୁକ୍ତଙ୍କୁ ଜେରା କରିବ ସିବିଆଇ । ଗତକାଲି ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ସିବିଆଇ । ୩ ଅଭିଯୁକ୍ତଙ୍କୁ ଗିରଫ କରି ପ୍ରଥମେ ମେଡିକାଲ ଚେକ୍ ଅପ୍ କରାଯାଇଥିଲା । କଡ଼ା ସୁରକ୍ଷାରେ ଭୁବନେଶ୍ୱର ସିବିଆଇ ଅଫିସରୁ ୩ ଅଭିଯୁକ୍ତଙ୍କୁ କ୍ୟାପିଟାଲ ହସପିଟାଲ ଅଣାଯାଇଥିଲା ।

ଗିରଫ ରେଳ କର୍ମଚାରୀମାନେ ହେଲେ, ସିନିଅର ସେକ୍ସନ ଇଂଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଂଜିନିୟର ମହମ୍ମଦ ଅମିର ଖାନ୍ ଏବଂ ଟେକ୍ନିସିଆନ ପପୁ କୁମାର । କୋର୍ଟରେ ୭ ଦିନିଆ ରିମାଣ୍ଡ ଆବେଦନ କରିଥିଲା ସିବିଆଇ । କିନ୍ତୁ ୫ ଦିନ ରିମାଣ୍ଡ ଅନୁମତି ଦେଇଥିଲେ କୋର୍ଟ । ତିନି ଜଣଙ୍କ ବିରୋଧରେ ଆଇପିସି ଧାରା ୩୦୪ ଏବଂ ୨୦୧ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା