Masthead

୩ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଇବାକୁ ଦାବି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୩ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଇବାକୁ ଦାବି କରିଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ । କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଟୁକୁନି ସାହୁ । ରାଜ୍ୟରେ ୩ଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ ।

ପୁରୀରୁ ହାୱଡା, ପୁରୀରୁ ରାୟପୁର ଓ ଭୁବନେଶ୍ୱରରୁ ହାଇଦ୍ରାବାଦ ବନ୍ଦେ ଭାରତ ଟ୍ରେନ ଚଳାଚଳ ନେଇ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି । ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ସମ୍ବଲପୁର ଦେଇ ପୁରୀରୁ ରାଉରକେଲା ଚଳାଇବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ରାଜ୍ୟ ଦାବି କରିଛି । ଆଜିଠୁ ରାଜ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା