Masthead

୩ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଇବାକୁ ଦାବି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୩ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଇବାକୁ ଦାବି କରିଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ । କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଟୁକୁନି ସାହୁ । ରାଜ୍ୟରେ ୩ଟି ରୁଟରେ ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳ ପାଇଁ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ ।

ପୁରୀରୁ ହାୱଡା, ପୁରୀରୁ ରାୟପୁର ଓ ଭୁବନେଶ୍ୱରରୁ ହାଇଦ୍ରାବାଦ ବନ୍ଦେ ଭାରତ ଟ୍ରେନ ଚଳାଚଳ ନେଇ ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଛନ୍ତି । ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ସମ୍ବଲପୁର ଦେଇ ପୁରୀରୁ ରାଉରକେଲା ଚଳାଇବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ରାଜ୍ୟ ଦାବି କରିଛି । ଆଜିଠୁ ରାଜ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’