Masthead

ବିଧାନସଭାରେ ପାରିତ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ବହୁ ବାଦବିବାଦ ଭିତରେ ମଙ୍ଗଳବାର ବିଧାନସଭାରେ ପାରିତ ହୋଇଛି ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍-୨୦୨୦ । ୪ଦିନର ଆଲୋଚନା ପରେ ବିଲ ପାରିତ ହୋଇଛି । ବିରୋଧୀ ଏହି ବିଲକୁ ବିରୋଧ କରିଛନ୍ତି । ଆଜିର ଆଲୋଚନାରେ ବିଜେପି ଅଶଂଗ୍ରହଣ କରି ନ ଥିବା ବେଳେ ଏହାକୁ କଳାବିଲ୍ କହି ଭର୍ତ୍ସନା କରିଛନ୍ତି କଂଗ୍ରେସ ବିଧାୟକଦଳ ନେତା ନରସିଂହ ମିଶ୍ର । ବିଧାନସଭା ଇତିହାସରେ ଆଜି ଏକ କଳା ଦିବସ ବୋଲି କହିଛନ୍ତି ମିଶ୍ର ।
ସଂଶୋଧିତ ବିଲରେ ସିନେଟ୍ ବ୍ୟବସ୍ଥାକୁ ଉଚ୍ଛେଦ କରି ସିଣ୍ଡିକେଟକୁ ମଜଭୁତ କରିବା ପାଇଁ ଦୃଷ୍ଟି ଦିଆଯାଇଥିବା କଥା କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା