Masthead

କାଲିଠୁ ବିଧାନସଭାରେ ଅସଲ ଶୋ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କାଲିଠୁ ସରଗରମ ହେବ ବିଧାନସଭା । ବାଚସ୍ପତି ନିର୍ବାଚନ ଓ ଅତିରିକ୍ତ ବଜେଟ ପରେ ଗୃହ ଶନିବାର ଓ ରବିବାର ମୁଲତବି ରହିଥିଲା । ଆସନ୍ତାକାଲି ମୌସୁମୀ ଅଧିବେଶନର ବାସ୍ତବ ଚର୍ଚ୍ଚା ହେବ । ବିଭିନ୍ନ ପ୍ରସଙ୍ଗ ଉଠିବ । ବିଶେଷକରି, ଏଥର ବିରୋଧୀଙ୍କ ହାତରେ ଅନେକ ପ୍ରସଙ୍ଗ ରହିଛି । ମୁଣ୍ଡ ଉପରେ ନିର୍ବାଚନ ଥିବାରୁ ଶାସକଙ୍କୁ ଘେରିବାକୁ ବିରୋଧୀଙ୍କ ପାଇଁ ଏଙି ଅଧିବେଶନ ବଡ ସୁଯୋଗ ।

ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ସରକାରଙ୍କୁ ଶାଣିତ ଆକ୍ରମଣ କରିବେ ବୋଲି ସୂଚନା ମଧ୍ୟ ଦେଇସାରିଲେଣି । କଂଗ୍ରେସ ମଧ୍ୟ ଏଦିଗରେ ପ୍ରସ୍ତୁତି ସାରିଛି । ସେପଟେ ବିଜେଡି ସବୁବେଳେ ନିଜର କାଉଣ୍ଟର ରଣନୀତିରେ ବିରୋଧୀଙ୍କ ଉଦ୍ୟମକୁ ପଣ୍ଡ କରିଆସିଛି । ତେଣୁ ଏଥର ଦଳ କିଭଳି ଯୋଜନା ଆପଣାଉଛି ତାହା ଉପରେ ସମସ୍ତଙ୍କ ନଜର ରହିଛି । ଅନ୍ୟପକ୍ଷରେ, ବିଜେଡିରୁ ବହିଷ୍କାର ହେବା ପରେ ଖଣ୍ଡପଡା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ କିଭଳି ଆଭିମୁଖ୍ୟ ରଖିବେ ତାହା ଉପରେ ମଧ୍ୟ ସମସ୍ତଙ୍କ ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି