Masthead

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ, ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୮ଟି ସ୍ଥାନରେ ଚାଲିଛି ରେଡ୍

ଆଠଗଡ଼ (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ କଟକ ଆଠଗଡ଼ ବିଡିଓ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଡ଼ିଓ ପ୍ରଦୀପ କୁମାର ସାହୁଙ୍କ ଘରେ ରେଡ କରିଛି ଭିଜିଲାନ୍ସ।ବିଡ଼ିଓ ପ୍ରଦୀପ କୁମାର ସାହୁଙ୍କ ଭୁବନେଶ୍ୱର, ଖୋର୍ଦ୍ଧା,ନୟାଗଡ଼, ଆଠଗଡ଼ ରେ ଏକକାଳୀନ ୮ ଟି ସ୍ଥାନରେ ଚଢ଼ାଉ କରାଯାଉଛି । ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଭୁବନେଶ୍ୱର ଗୌତମ ନଗରରେ ଥିବା ଶ୍ରୀ ଏନ୍‌କ୍ଲେଭ୍‌ ଆପାର୍ଟମେଣ୍ଟର ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା ଓ ଅନ୍ୟ ଏକ କୋଠା, ରାଜସୁନାଖଳାରେ ଥିବା ପୈତୃକ ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ, କ୍ବାର୍ଟର ଆଦି ସ୍ଥାନରେ ରେଡ଼ ଚାଲିଛି । ୬ ଜଣ ଡ଼ିଏସପିଙ୍କ ନେତୃତ୍ବରେ ୬ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଷ୍ଟାଫ ଚଢ଼ାଉ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ