Masthead

୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବଢ଼ିବ ବର୍ଷା ପରିମାଣ । ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଥିବା ବର୍ଷାର ପରିମାଣ ଆଜି ଅଧିକ ବଢ଼ିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବିଜୁଳି ଓ କୁଆପଥର ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର ଏବଂ ପୁରୀ। ସେହିପରି କଟକ, ଯାଜପୁର ଏବଂ ଢେଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି ହୋଇଛିା ଏହି ୩ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ