Masthead

୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବଢ଼ିବ ବର୍ଷା ପରିମାଣ । ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଥିବା ବର୍ଷାର ପରିମାଣ ଆଜି ଅଧିକ ବଢ଼ିବ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବିଜୁଳି ଓ କୁଆପଥର ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର ଏବଂ ପୁରୀ। ସେହିପରି କଟକ, ଯାଜପୁର ଏବଂ ଢେଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି ହୋଇଛିା ଏହି ୩ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା