Masthead

ଓଡ଼ିଶା ପିଲାଙ୍କୁ ନିଯୁକ୍ତି କିଏ ଦେବ : ସୁର ରାଉତରାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ ରାଜ୍ୟରେ ଶିକ୍ଷକ ଓ ପୋଲିସ ନିଯୁକ୍ତିକୁ ନେଇ ବର୍ଷିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ। କହିଲେ ବାହାର ଲୋକ ଆମ ରାଜ୍ୟ ପିଲାଙ୍କୁ ନିଯୁକ୍ତି ଦେବେ । ସରକାର ତ ନିଯୁକ୍ତିରେ ବି ଘରୋଇ କରଣ କରିସାରିଲେଣି ଏହା କଣ ଠିକ୍। ବାହାର ଲୋକ ଯଦି ନିଯୁକ୍ତି ପ୍ରକ୍ରିୟା ଦାୟିତ୍ଵ ନେବେ ତେବେ ଆମ ଯୁବ ପିଢ଼ି କଣ କରିବେ ତାଙ୍କୁ ନିଯୁକ୍ତି କିଏ ଦେବ ବୋଲି ପ୍ରଶ୍ନ କରିଛନ୍ତି ରାଉତରାୟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା