Masthead

୪ ଦିନ ଭିଜିବ ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତାତିରୁ ମିଳିଛି ଆଶ୍ୱସ୍ତି । ରାଜ୍ୟରେ ଜାରି ରହିଛି କାଳବୈଶାଖି । ଆହୁରି ୪ ଦିନ ଭିଜିବ ଓଡ଼ିଶା । ୧୦ ଜିଲ୍ଲାକୁ କରାଯାଇଛି ୟେଲୋ ୱାର୍ଣ୍ଣିଂ । ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ସହ କୁଆପଥର ପଡ଼ିବାର ସମ୍ଭାବନା ରହିଛି ।

ଆସନ୍ତାକାଲି କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବା ପରେ ୩୦ରୁ ପୁଣି ପ୍ରଭାବ ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ଆସନ୍ତା ମେ’ ରୁ ବଢିବ ତାତି । ଅଧିକାଂଶ ସ୍ଥାନରେ ସ୍ୱାଭାବିକଠାରୁ ଅଧିକ ଗରମ ହେବ । ଆଇଏମଡିର ପୂର୍ବାନୁମାନ ଅନୁସାରେ ପୂର୍ବ ଭାରତ ଓ କେନ୍ଦ୍ରୀୟ ପୂର୍ବ ଭାରତରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ