Masthead

ଆସନ୍ତା ୪ ଦିନ ବର୍ଷାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୪ ଦିନ ୨୩ ରୁ ୨୬ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ବୁଧବାର ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ୨୪ ତାରିଖ ଦିନ ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୁଳ ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସହ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଗତ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି।  ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଡିଏଫ୍ଓ ବାବୁଙ୍କ ବେଶୀ ନୁହେଁ ମାତ୍ର ୧୧୫ ପ୍ଲଟ 🔴 ଜଗଦୀପ ଧନକରଙ୍କ ସୁସ୍ଥତା କାମନା କଲେ ପ୍ରଧାନମନ୍ତ୍ରୀ 🔴 ଓଡ଼ିଶା ବନ୍ଦ ଆନ୍ଦୋଳନ, କଂଗ୍ରେସ ଓ ବିଜେଡିକୁ ନୋଟିସ 🔴 ମାଲକାନଗିରି ନାବାଳିକାଙ୍କୁ ଦୁଷ୍କର୍ମ ମାମଲା, ଦୁଷ୍କର୍ମ ନୁହେଁ ଗଣଦୁଷ୍କର୍ମ 🔴 ଦିଲ୍ଲୀ ଗଲେ ମନମୋହନ, ମନ୍ତ୍ରିମଣ୍ଡଳ ଲିଷ୍ଟ ଫାଇନାଲ! 🔴 ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା, ତଦନ୍ତ ପାଇଁ ୩ ଜଣିଆ ଟିମ୍ ଗଠନ 🔴 ପୁଣି ଲଜ୍ଜା, ମାଲକାନଗିରିରେ ନାବାଳିକାଙ୍କୁ ଦୁଷ୍କର୍ମ 🔴 ୨୩ରୁ ପ୍ରବଳ ବର୍ଷା! 🔴 ବାଂଲାଦେଶରେ ଭୟଙ୍କର ବିମାନ ଦୁର୍ଘଟଣା 🔴 ମାଓବାଦୀଙ୍କ ବର୍ବରକାଣ୍ଡ, ୨ ଗ୍ରାମବାସୀଙ୍କୁ ନିର୍ମମ ହତ୍ୟା 🔴 ଡିଏଫ୍ଓ ବାବୁଙ୍କ ବେଶୀ ନୁହେଁ ମାତ୍ର ୧୧୫ ପ୍ଲଟ