Masthead

ପୁଣି ଓଡ଼ିଶା ଆସିବେ ରାହୁଲ-ଖଡଗେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଓଡ଼ିଶା ଗସ୍ତରେ ଆସି ପ୍ରଚାର କରିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏଥର ରାହୁଲ ଓଡ଼ିଶାରେ ବଡ଼ ଛାପ ଛାଡିବାକୁ ଯୋଜନା କରିଛନ୍ତି। କେବଳ ରାହୁଲ ନୁହନ୍ତି, ତାଙ୍କ ସହିତ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଆସିବେ। ୩ ଦିନ ୨୬, ୨୭ ଓ ୨୮ରେ ନିର୍ବାଚନୀ ପ୍ରଚାର କରିବେ ଦୁଇ ହେଭିୱେଟ । ବାଲେଶ୍ବର ଓ ଭଦ୍ରକର ବିଭିନ୍ନ ସ୍ଥାନରେ କରିବେ ପ୍ରଚାର ଦୁଇ ବରିଷ୍ଠ ନେତା । ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା