Masthead

‘ଇତିହାସ ସୃଷ୍ଟି କରିବ ଓଡ଼ିଶା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଗସ୍ତ ପୂର୍ବରୁ ପୁଣି ଟୁଇଟ୍ କଲେ ପ୍ରଧାନମନ୍ତ୍ରୀ ମୋଦି । କାଲିର ରୋଡ୍‌ ସୋ’ ଭିଡିଓ ସହ ପୁଣି ଟୁଇଟ୍‌ କଲେ । ସେ ଟ୍ୱିଟ କରି କହିଛନ୍ତି ଏଥର ନିର୍ବାଚନରେ ଓଡ଼ିଶା ଇତିହାସ ରଚିବ । ସେପଟେ ଭୁବନେଶ୍ୱରରୁ କନ୍ଧମାଳ ଅଭିମୁଖେ ଯାଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ବାୟୁସେନାର ସ୍ୱତନ୍ତ୍ର ଏମଆଇ-୧୭ ହେଲିକପ୍ଟର ଯୋଗେ କନ୍ଧମାଳ ଅଭିମୁଖେ ଯାତ୍ରା କରିଛନ୍ତି।

ଫୁଲବାଣୀରେ ଆୟାଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ। ପରେ ପରେ ଆଉ ୨ଟି ଜନସଭାକୁ ସମ୍ବୋଧିତ କରିବେ। ୧୦ଟା ୩୦ରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ । ୧୨ଟା ୧୫ରେ ବଲାଙ୍ଗିର, ୧ଟା ୪୫ରେ ବରଗଡ଼ରେ ଜନସଭା କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ