Masthead

କୋଭିଡ ମୁକାବିଲାରେ ପୂର୍ଣ୍ଣ ସହଯୋଗ କରିବ ଓଡ଼ିଶା

ଭୁବନେଶ୍ୱର( ବଡ଼ ଖବର ବ୍ୟୁରୋ): ବଢୁଥିବା କୋଭିଡର ମିଳିତ ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦେଶରେ କରୋନା ସ୍ଥତି ନେଇ ମୋବାଇଲ ଫୋନରେ ଉଭୟେ ଆଲୋଚନା କରିଛନ୍ତି । ଦେଶରେ ଅକ୍ସିଜେନର ଅଭାବକୁ ଦୂର କରିବା ପାଇଁ ଓଡ଼ିଶା ସହାୟକ ହେବ ବୋଲି ନବୀନ କହିଛନ୍ତି । ଜାତୀୟସ୍ଥରରେ କୋଭିଡର ମୁକାବିଲା ପାଇଁ ଓଡ଼ିଶା ପୂର୍ଣ୍ଣ ସହଯୋଗ କରିବ ବୋଲି ମଧ୍ୟ ନବୀନ କହିଛନ୍ତି । ଦେଶରେ କୋଭିଡର ସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି ।

ସଂକ୍ରମିତଙ୍କ ସଂଖ୍ୟରେ ଦ୍ରୃତ ବୃଦ୍ଧି ଘଟୁଛି । ଏଭଳି ସ୍ଥିତିରେ ଅକ୍ସିଜେନର ଘୋର ଅଭାବ ଦେଖାଦେଇଛି । ଦୀଲ୍ଲିର ଅକ୍ସିଜେନର ଅଭାବକୁ ଦୂର କରିବା ପାଇଁ ଓଡ଼ିଶା ସହଯୋଗର ହାତ ବଢାଇଛି । ଦୀଲ୍ଲିକୁ ଅକ୍ସିଜେନ ପଠାଇଛି ଓଡ଼ିଶା । ଏନେଇ ସମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜିରୱାଲ । ଓଡ଼ିଶା ଅକ୍ସିଜେନ ପଠାଇଥିବାରୁ ଓଡ଼ିଶା ସରକାରଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି । ମୋଦିଙ୍କ ସହ କଥା ହେଲେ ନବୀନ । କୋଭିଡ ସ୍ଥତି ନେଇ ମୋଦିଙ୍କ ସହ କଲେ ଆଲୋଚନା । ଦେଶରେ କରୋନା ସ୍ଥତି ନେଇ ମୋବାଇଲ ଫୋନରେ ଆଲୋଚନା । କରୋନା କୁମାବିଲା ପାଇଁ ଓଡ଼ିଶା ସମସ୍ତ ପ୍ରକାର ସହଯୋଗ କରିବ । ଏହା ଏକ ଯୁଦ୍ଧ ଭଳି ପରିସ୍ଥିତି ନବୀନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼