Masthead

ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର: ପ୍ରଧାନମନ୍ତ୍ରୀ

ଫୁଲବାଣୀ (ବଡ଼ ଖବର ବ୍ୟୁରୋ): ଫୁଲବାଣୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କୁ ଦେଖିବା ପାଇଁ ତାଙ୍କ ଭାଷଣ ଶୁଣିବା ପାଇଁ ହଜାର ହଜାର ଲୋକଙ୍କ ଭିଡ଼ ଜମିଛି । ଫୁଲବାଣୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସଭାକୁ ସମ୍ବୋଧିତ କରି ନିଜର ବକ୍ତବ୍ୟ ରଖିଛନ୍ତି । କହିଛନ୍ତି କନ୍ଧମାଳରେ ମୋତେ ଆଜି ମିଳିଥିବା ଆଶୀର୍ବାଦ ଭୁଲିବିନି । ସାରା ଦେଶରେ କିଭଳି ପରିବର୍ତ୍ତନ ଆସୁଛି ଏହା ତାର ଉଦାହରଣ । ଜଣେ ମା’ ଆସି ମୋର ସ୍ବାଗତ ସମ୍ବର୍ଦ୍ଧନା କଲେ ।

୨୦୧୪, ୧୯ ନିର୍ବାଚନର ପୁରୁଣା ସ୍କ୍ରିପ୍ଟ ପଢୁଛନ୍ତି ରାଜକୁମାର । ବିରୋଧୀ ମନେରଖନ୍ତୁ, ଏଥିର ଏନ୍‌ଡିଏ ୪ଶହ ପାର୍‌ କରିବ । ସେ ଆହୁରି ମଧ୍ୟ କହିଛନ୍ତି ଏଥର ପୂର୍ବର ସବୁ ରେକର୍ଡ ଭାଙ୍ଗିବ ଏନ୍‌ଡିଏ । କଂଗ୍ରେସ ମାନ୍ୟ ବିରୋଧୀ ଦଳ ବି ହୋଇପାରିବନି । କଂଗ୍ରେସ ୫୦ ତଳକୁ ଆସିଯିବା ନିଶ୍ଚିତ । ଆପଣଙ୍କ ଭୋଟ୍‌ ଏଠାରେ ବିଜେପି ଡବଲ ଇଂଜିନ ସରକାର କରିବ । ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର । ସେଥିପାଇଁ ଓଡ଼ିଶାର ୨୧ ସାଂସଦଙ୍କୁ ଦିଲ୍ଲୀ ପଠାଇବାକୁ ପଡ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର