Masthead

ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର: ପ୍ରଧାନମନ୍ତ୍ରୀ

ଫୁଲବାଣୀ (ବଡ଼ ଖବର ବ୍ୟୁରୋ): ଫୁଲବାଣୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କୁ ଦେଖିବା ପାଇଁ ତାଙ୍କ ଭାଷଣ ଶୁଣିବା ପାଇଁ ହଜାର ହଜାର ଲୋକଙ୍କ ଭିଡ଼ ଜମିଛି । ଫୁଲବାଣୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସଭାକୁ ସମ୍ବୋଧିତ କରି ନିଜର ବକ୍ତବ୍ୟ ରଖିଛନ୍ତି । କହିଛନ୍ତି କନ୍ଧମାଳରେ ମୋତେ ଆଜି ମିଳିଥିବା ଆଶୀର୍ବାଦ ଭୁଲିବିନି । ସାରା ଦେଶରେ କିଭଳି ପରିବର୍ତ୍ତନ ଆସୁଛି ଏହା ତାର ଉଦାହରଣ । ଜଣେ ମା’ ଆସି ମୋର ସ୍ବାଗତ ସମ୍ବର୍ଦ୍ଧନା କଲେ ।

୨୦୧୪, ୧୯ ନିର୍ବାଚନର ପୁରୁଣା ସ୍କ୍ରିପ୍ଟ ପଢୁଛନ୍ତି ରାଜକୁମାର । ବିରୋଧୀ ମନେରଖନ୍ତୁ, ଏଥିର ଏନ୍‌ଡିଏ ୪ଶହ ପାର୍‌ କରିବ । ସେ ଆହୁରି ମଧ୍ୟ କହିଛନ୍ତି ଏଥର ପୂର୍ବର ସବୁ ରେକର୍ଡ ଭାଙ୍ଗିବ ଏନ୍‌ଡିଏ । କଂଗ୍ରେସ ମାନ୍ୟ ବିରୋଧୀ ଦଳ ବି ହୋଇପାରିବନି । କଂଗ୍ରେସ ୫୦ ତଳକୁ ଆସିଯିବା ନିଶ୍ଚିତ । ଆପଣଙ୍କ ଭୋଟ୍‌ ଏଠାରେ ବିଜେପି ଡବଲ ଇଂଜିନ ସରକାର କରିବ । ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର । ସେଥିପାଇଁ ଓଡ଼ିଶାର ୨୧ ସାଂସଦଙ୍କୁ ଦିଲ୍ଲୀ ପଠାଇବାକୁ ପଡ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି