Masthead

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଦିଲ୍ଲୀରେ ବସିବ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତିନିଦିନିଆ ଦିଲ୍ଲୀ ଗସ୍ତରେ ଅଉନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଦିଲ୍ଲୀରେ ବସିବ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକ। ପୂର୍ବାହ୍ନରେ ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରାଳୟ ଦ୍ବାରା ଆୟୋଜିତ ଜାତୀୟ ରାଜପଥ ନିର୍ମାଣ ସମୀକ୍ଷା ବୈଠକରେ ଯୋଗ ଦେବେ। ରାଜ୍ୟରେ କୋଷ୍ଟାଲ ହାଇୱେ ଏବଂ ରୋଡ ନେଟୱର୍କ ଲାଗି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ। ଏଥିପାଇଁ ଗତକାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଛନ୍ତି।

ଜାତୀୟ ରାଜପଥ ନିର୍ମାଣ ବୈଠକରେ ଯୋଗଦେବା ପରେ ଆସନ୍ତାକାଲି ସେ ଓଡ଼ିଶା ଫେରିବେ। ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବହୁ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ଥିବା ସୂଚନା ମିଳିଛି। ଏହା ପୂର୍ବରୁ ଜୁଲାଇ ୨୬ ତାରିଖରେ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ।ଏଥିସହ ସେ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀମାନଙ୍କୁ ଭେଟିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା