Masthead

ବାଜି ଛାତ୍ରାବାସରେ ଅଫିସର ଟିମ୍

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ନବକୃଷ୍ଣ ଚୌଧୁରୀଙ୍କୁ ଅପମାନ ପ୍ରସଙ୍ଗ । ତ୍ରୁଟି ସୁଧାରିବାକୁ ସରକାରଙ୍କ ପ୍ରୟାସ । ଅନୁଗୁଳ ବାଜି ଛାତ୍ରାବାସରେ ଉଚ୍ଚସ୍ତରୀୟ ଅଫିସର ଟିମ । ଭୁବନେଶ୍ୱରରୁ ସଂସ୍କୃତି ବିଭାଗର ଡାଇରେକ୍ଟର ଓ ଅଫିସର ଟିମ ପହଞ୍ଚିଛନ୍ତି । କ୍ରିଷ୍ଣା ମହାନ୍ତିଙ୍କ ସହ କରୁଛନ୍ତି ଆଲୋଚନା । ନିଜେ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ