Masthead

ରାଜ୍ୟ ଅତିଥି ଭବନ ଅସ୍ଥାୟୀ CMO

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ଅତିଥି ଭବନ ଏବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ । ଅତିଥି ଭବନର ପ୍ରଥମ ମହଲା ଏବେ ସିଏମ୍‌ଙ୍କ ଅସ୍ଥାୟୀ କାର୍ଯ୍ୟାଳୟ । ପୁରୀରୁ ଫେରିବା ପରେ ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅତିଥି ଭବନରେ ପହଞ୍ଚିଲେ ନଗର ଉନ୍ନୟନ ବିଭାଗ ସଚିବରାଜ୍ୟ । ଅତିଥି ଭବନ ପାଲଟିଲା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଉ ଅବାଧରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିଲେ ଅଫିସର ଏବଂ ନେତା ।

ପୁରୀରୁ ଫେରିବା ପରେ ରାଜ୍ୟ ଅତିଥି ଭବନରେ ସରକାରୀ ଅଧିକାରୀଙ୍କୁ ଡାକି ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମେ ନଗର ଉନ୍ନୟନ ସଚିବ ଜି. ମାଥିଭାଥନନଙ୍କ ସହ ଆଲୋଚନା କରିଛନ୍ତି । ବିଧାନସଭା ସଚିବ ଦାଶରଥୀ ଶତପଥୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ପରେ ଅନ୍ୟ ବିଭାଗର ସଚିବଙ୍କୁ ଡାକିପାରନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ରାଜ୍ୟ ଅତିଥି ଭବନରେ ବିଭିନ୍ନ ଦଳର ନେତାମାନେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ