Masthead

ଶୁକ୍ରବାର ହେବ ଅଫଲାଇନ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କାଲିଠୁ ମାଟ୍ରିକ ଅଫଲାଇନ ପରିକ୍ଷା । ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ଦେବେ ପରୀକ୍ଷା । ରାଜ୍ୟ ସରକାର ନିର୍ଦ୍ଧାରିତ ନିୟମାବଳୀ ଅନୁସାରେ ରେଜଲ୍ଟ ପ୍ରକାଶ ପାଇଥିଲା । ମାତ୍ର କେତେକ ଛାତ୍ରଛାତ୍ରୀ ମାର୍କକୁ ନେଇ ଅସନ୍ତୁଷ୍ଟ ଥିବା ଦେଖିବାକୁ ମିଳିଥିଲା । ତେବେ ମାର୍କକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ଅଫ ଲାଇନ ପରୀକ୍ଷା ଦେଇପାରିବେ ବୋଲି କୁହାଯାଇଥିଲା । କାଲିଠାରୁ ଆରମ୍ଭ ହେଉଛି ମାଟ୍ରିକ ଅଫଲାଇନ ପରୀକ୍ଷା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା