Masthead

ଟାଟା ପାୱାରକୁ ଓଏଚଆରସିଙ୍କ ଛାଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଟାଟା ପାୱାରକୁ ଓଏଚଆରସିଙ୍କ ଛାଟ । ବକେୟା ବିଦ୍ୟୁତ ପାଇଁ ଭୁବନେଶ୍ୱର ଡମଣାରେ ଥିବା ଏକ ହଷ୍ଟେଲରୁ ସଂଯୋଗ ବିଛିନ୍ନ କରିଥିଲା ଟାଟା । ଏହାଦ୍ୱାରା ହଷ୍ଟେଲ ଅନ୍ତେବାସୀଙ୍କ ମାନବାଧିକାର କ୍ଷୁର୍ଣ୍ଣ ହୋଇଥିିବା ନେଇ ରାଜ୍ୟ ମାନାବାଧିକାର କମିଶନଙ୍କ ନିକଟରେ ମାମଲା ଦାୟର ହୋଇଥିଲା ।

ଯାହାର ବିଚାର କରି ଆଜି କମିଶନଙ୍କ ପକ୍ଷରୁ ଅନ୍ୟାଦେଶ ନଆସିବା ପର୍ଯ୍ୟନ୍ତ ହଷ୍ଟେଲକୁ ୨୪ ଘଣ୍ଟିଆ ବିଦ୍ୟୁତ ସଂଯୋଗ କରିବା ପାଇ ନିର୍ଦ୍ଦେଶ ଦିଆଯାଇଛି । ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା କାଲି ହେବ । ଦିନକୁ ଦିନ ଟାଟା ପାୱାରର ମନମାନୀ ଦ୍ୱାରା ଉପଭୋକ୍ତା ମାନେ ଅଯଥା ହଇରାଣ ହେଉଛନ୍ତି । ବାରମ୍ବାର ଖାଉଟି ମାନେ ଦାବି କରିବା ପରେ ମଧ୍ୟ ଟାଟା କତ୍ତୃପକ୍ଷ ଶୁଣୁନଥିବା ଅଭିଯୋଗ ହୋଇ ଆସୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାପା ହେବା ପରେ ବଦଳିଗଲେ ସରକାରୀ ବାବୁ 🔴 ଭାରତ ଓ ଆମେରିକା ମଧ୍ୟରେ ବଡ ଧରଣର ବାଣିଜ୍ୟିକ ଫାଟ 🔴 ସତର୍କ ସଙ୍କେତ ଉପରେ ବୈତରଣୀ 🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା 🔴 ଟଳିଲେ ଆଉ ୨ ଆତଙ୍କୀ 🔴 ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ 🔴 ପ୍ରଳୟ-୬ ମିସାଇଲର ସଫଳ ପରୀକ୍ଷଣ 🔴 ବାପା ହେବା ପରେ ବଦଳିଗଲେ ସରକାରୀ ବାବୁ 🔴 ଭାରତ ଓ ଆମେରିକା ମଧ୍ୟରେ ବଡ ଧରଣର ବାଣିଜ୍ୟିକ ଫାଟ 🔴 ସତର୍କ ସଙ୍କେତ ଉପରେ ବୈତରଣୀ 🔴 ସୁଭଦ୍ରା ଯୋଜନାକୁ ନେଇ ଆସିଲା ଖୁସି ଖବର…. 🔴 OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ରାୟଗଡ଼ାର ଶିକ୍ଷକ ଗିରଫ 🔴 ବିପଦ ସଂକେତ ଘେରରେ ବ୍ରାହ୍ମଣୀ 🔴 ଆସନ୍ତା ୨ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା 🔴 ଟଳିଲେ ଆଉ ୨ ଆତଙ୍କୀ 🔴 ଋଷରେ ତୀବ୍ରତର ଭୂମିକମ୍ପ ପରେ ସୁନାମିର ଭୟ 🔴 ପ୍ରଳୟ-୬ ମିସାଇଲର ସଫଳ ପରୀକ୍ଷଣ