ଆଜି ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ପ୍ରକାଶ ପାଇବ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ରେଜଲ୍ଟ। ପୂର୍ବାହ୍ନ ୧୧ଟାରେ ରେଜଲ୍ଟ ପ୍ରକାଶ ପାଇବ। ଓଜେଇଇ ୱେବସାଇଟ ଜରିଆରେ ମିଳିବ ପରୀକ୍ଷା ଫଳ। ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ଆନୁଷ୍ଠାନିକ ଭାବେ ରେଜଲ୍ଟ ଘୋଷଣା କରିବା ପରେ ଛାତ୍ରଛାତ୍ରୀମାନେ WWW.OJEE.NIC.INରେ ରେଜଲ୍ଟ ଉପଲବ୍ଧ ହେବ।

ଚଳିତ ବର୍ଷ ମେ ୮ରୁ ୧୨ତାରିଖ ହୋଇଥିଲା ପରୀକ୍ଷା। ଚଳିତବର୍ଷ ୫୫ହଜାର ୯୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ଏଥିପାଇଁ ରାଜ୍ୟରେ ୪୪ଟି କେନ୍ଦ୍ର ସହ ରାଜ୍ୟ ବାହାରେ ୩ଟି କେନ୍ଦ୍ର କରାଯାଇଥିଲା। ରାଜ୍ୟରେ ଥିବା ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ପଢ଼ିବା ପାଇଁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ଦେଇଥାନ୍ତି ଛାତ୍ରଛାତ୍ରୀ। ଚଳିତବର୍ଷ ସମ୍ପୂର୍ଣ୍ଣ କମ୍ପ୍ୟୁଟର ବେଶଡ ମୋଡ୍ ରେ ହୋଇଥିଲା ପରୀକ୍ଷା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’