Masthead

୬୫ ବର୍ଷରେ ମିଳୁନି ଭତ୍ତା

ବୈପାରିଗୁଡା, (ବଡ଼ ଖବର ବ୍ୟୁରୋ): ଅସହାୟଙ୍କୁ ସହାୟତା ପାଇଁ ସରକାର ଯୋଜନା ପରେ ଯୋଜନା କରିଚାଲିଛନ୍ତି । କିନ୍ତୁ ପ୍ରକୃତରେ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚି ପାରୁନାହିଁ ଯୋଜନାର ସୁଫଳ । ଏଭଳି ଏକ ସଙ୍ଗୀନ ଅଭିଯୋଗ ଆସିଛି କୋରାପୁଟ ଜିଲ୍ଲା ବୈପାରିଗୁଡା ବ୍ଲକ ଅନ୍ତର୍ଗତ ମାଠପଡ଼ା ପଞ୍ଚାୟତର ଜପଗୁଡ଼ା ଗ୍ରାମରୁ । ଉକ୍ତ ଗ୍ରାମର ଘାସି ମାଠପଡ଼ିଆଙ୍କୁ ୬୫ ବର୍ଷ ବୟସ ହେଲାଣି, ମାତ୍ର ଆଜି ପର୍ୟ୍ୟନ୍ତ ସେ ବାର୍ଦ୍ଧକ୍ୟ ଭତ୍ତା ପାଇ ନାହାନ୍ତି । ପଞ୍ଚାୟତରୁ ଆରମ୍ଭ କରି ବିଡିଓଙ୍କ ପର୍ଯ୍ୟନ୍ତ ଅନେକ ଥର ଆବେଦନ କରିଥିଲେ ମଧ୍ୟ ସୁଫଳ ପାଇପାରୁନାହାନ୍ତି । ସବୁଆଡୁ ନିରାଶ ହେବା ପରେ ଭାଗ୍ୟକୁ ଆଦରି ଘରେ ପଡ଼ି ରହିଛନ୍ତି ଘାସି । ସରକାର କେବେ ଘାସିଙ୍କ ଦୁଃଖ ଶୁଣୁଛନ୍ତି ତାହାକୁ ‘ବଡ଼ ଖବର’ ଅପେକ୍ଷା କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି