Masthead

କେନାଲରେ ବୁଡ଼ି ବୃଦ୍ଧ ମୃତ

ପରଜଙ୍ଗ (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ବଡ଼ଝରା ଗାଁ ରେଙ୍ଗାଲି ବାମ କେନାଲରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବଡ଼ଝରାର ରୋହିତ ନାଏକ। ସୂଚନା ଅନୁଯାୟୀ, ରୋହିତ ଅପରାହ୍ନ ପ୍ରାୟ ଗୋଟାଏ ବେଳେ କେନାଲକୁ ଗାଧୋଇବାକୁ ଯାଇ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ବହୁ ଖୋଜା ଖୋଜି କରିବା ପରେ କେନାଲରେ ତାଙ୍କ ମୃତଦେହ ଭାସୁଥିବା ଦେଖିଥିଲେ । ଅଗ୍ନିଶମ ବାହିନୀ ପହଞ୍ଚି ରୋହିତଙ୍କ ମୃତଦେହ ଉଦ୍ଧାର କରିଛି। ବ୍ୟବଚ୍ଛେଦ ପାଇଁ ମୃତଦେହକୁ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପଠାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି