Masthead

ଭୁଜାଲି ଆକ୍ରମଣରେ ବୃଦ୍ଧ ଆହତ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ବୃଦ୍ଧଙ୍କୁ ଭୁଜାଲି ମାଡ଼ । ଗୁରୁତର ଅବସ୍ଥାରେ ବୃଦ୍ଧଙ୍କୁ ଜଳେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବାଲେଶ୍ଵର ଜିଲ୍ଲା ଜଳେଶ୍ବର ଅଞ୍ଚଳର କୃଷ୍ଣ ଜେନା ୫ ବର୍ଷ ଧରି ଅନ୍ତେବାସୀ ଭାବେ ଜଳେଶ୍ୱର ଅଞ୍ଚଳରେ ରହି ଆସିଛନ୍ତି । ଦୁଇଜଣ ଦୁର୍ବୃତ୍ତ ଏକ ବାଇକରେ ଆସି ତାଙ୍କୁ ଭୁଜାଲି ମାଡ଼ କରି ଫେରାର ହୋଇଯାଇଛନ୍ତି । ତାଙ୍କୁ କେଉଁ କାରଣରୁ ଆକ୍ରମଣ ହୋଇଛି ତାହା ଜଣାପଡିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ଆହତ କୃଷ୍ଣ ଚନ୍ଦ୍ରଙ୍କ ଘର ପଶ୍ଚିମବଙ୍ଗ ମେଦିନୀପୁର ହୋଇଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି