Masthead

ବ୍ରାହ୍ମଣ କେନ୍ଦୁଗୁଡା ନିକଟରୁ  ବୃଦ୍ଧଙ୍କ ଶବ ଉଦ୍ଧାର

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ବ୍ରାହ୍ମଣ କେନ୍ଦୁଗୁଡା ନିକଟରୁ  ବୃଦ୍ଧଙ୍କ ଶବ ଉଦ୍ଧାର । ବୃଦ୍ଧ ଜଣକ ହେଉଛନ୍ତି ଜୟପାଟଣା ଥାନା ଅଧିନସ୍ଥ ଘେନୁଗୁଡା ଗ୍ରାମର ବୈଦ୍ୟନାଥ ଧଙ୍ଗଡା ମାଝୀ । ସେ ମଙ୍ଗଳବାର ଅପରାହ୍ନରେ ଶୌଚ ପାଇଁ ଯାଇଥିବା ବେଳେ କେନାଲ ପାଣିରେ ଗୋଡ ଖସିଯିବାରୁ ପାଣିରେ ବୁଡି ନିଖୋଜ ହୋଇଯାଇଥିଲେ।

ଏନେଇ ପରିବାର ଲୋକ ଜୟପାଟଣା ଥାନାରେ ବୃଦ୍ଧଙ୍କ ନିଖୋଜ ନେଇ ଏକ ଏତଲା ଦେଇଥିଲେ। ବୁଧବାର ସକାଳେ ବ୍ରାହ୍ମଣ କେନ୍ଦୁଗୁଡା ଗ୍ରାମର କିଛି ଲୋକ କେନାଲରେ ଏକ ଶବ ଭାସୁଥିବା ଦେଖି ତୁରନ୍ତ କଲମପୁର ପୁଲିସ ଥାନା ଏବଂ ଅଗ୍ନିଶମ ବାହିନୀକୁ ସୂଚନା ଦେଇଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଶବକୁ ଉଦ୍ଧାର କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ