Masthead

ବୋରୱେଲ ଖସିପଡ଼ିଲେ ବୃଦ୍ଧା, ଅଗ୍ନିଶମ ବିଭାଗର ଉଦ୍ଧାର କାର୍ଯ୍ୟ ଜାରି

ସୋନପୁର (ବଡ଼ ଖବର ବ୍ୟୁରୋ):  ବୋରୱେଲରେ ପଡ଼ିଗଲେ ବୃଦ୍ଧା । ସୁବର୍ଣ୍ଣପୁର ଜିଲ୍ଲାସଦର ବ୍ଲକ କଇଁଫୁଲ ଗାଁ ନିକଟରେ ଘଟିଛି ଏଭଳି ଅଭାବନୀୟ ଘଟଣା । ବୃଦ୍ଧା ଜଣକ ପ୍ରାୟ ୨୦ ଫୁଟ ଗାତରେ ପଡ଼ିଯାଇଥିବା ସୂଚନା । ବୋରୱେଲରେ ଖସିପଡିଥିବା ବୃଦ୍ଧା ଜଣକ ହେଉଛନ୍ତି ଦୁଃଖୀ ନାୟକ। ତାଙ୍କ ନିଜ ଗାଁ ଖଲିଆପାଲି ପଞ୍ଚାୟତ ଗୋବିନ୍ଦପୁରରେ । ନିଜ ଝିଅ ଘରକୁ ଆସିଥିବା ବେଳେ ସେ ଝାଡ଼ୁ ତିଆରି ପାଇଁ ବେଣା ଆଣିବା ପାଇଁ ଯାଇଥିଲେ । ଆଉ ସେହି ସମୟରେ ଏହି ଅଘଟଣ ଘଟିଛି। ଖବର ପାଇ ସୋନପୁର ଓ ତରଭା ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଂଚି ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ