Masthead

ଆମ ଦଳ ତରଫରୁ ମୁଁ ବିଲକୁ ସମର୍ଥନ ଜଣାଉଛି :ରାଜଶ୍ରୀ ମଲ୍ଲିକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଲୋକସଭାରେ ଚାଲିଥିବା ମହିଳା ସଂରକ୍ଷଣ ବିଲ ବିତର୍କ ରେ ଭାଗ ନେଇ ସମର୍ଥନ ଜଣାଇଲେ ବିଜେଡି ସାଂସଦ ରାଜଶ୍ରୀ ମଲ୍ଲିକ । ସେ କହିଛନ୍ତି, ଆମ ଦଳ ତରଫରୁ ମୁଁ ବିଲକୁ ସମର୍ଥନ ଜଣାଉଛି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ୧୯୯୦ ମସିହାରେ ମୁଖ୍ୟମନ୍ତ୍ରୀ ଥିବା ସମୟରେ ତ୍ରି ସ୍ତରୀୟ ନିର୍ବାଚନରେ ୩୩ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଆଣିଥିଲେ । ଏହା ଶହ ସେ ବହୁ ବିରୋଧର ଶିକାର ହୋଇଥିଲେ । ୨୦୧୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୩ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲୋକସଭାରେ ଆଣିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଚେଷ୍ଟା ସଫଳ ହୋଇଛି ।ନାରୀ ଆଜି ବହୁତ ଆଗକୁ ବଢିଛି । ନାରୀ କୌଣସି ଗୁଣରେ କମ ନୁହେଁ । ୨୦୧୯ ରେ ଯେଉଁ ନିଷ୍ପତ୍ତି ନିଆଯାଇଥିଲା ତାହା ଆଜି ପ୍ରତିପାଦନ ହୋଇଛି । ଲୋକସଭାରେ ଚର୍ଚ୍ଚାରେ ଭାଗ ନେଇ ସମର୍ଥନ କଲେ ରାଜଶ୍ରୀ । ପାରିତ ହେବାକୁ ଥିବା ବିଲର ସଫଳ ରୁପାୟନ ହେବାକୁ ଯାଉଛି ଏବଂ ଏହି ବିଲକୁ ସମ୍ପୁର୍ଣ୍ଣ ଭାବରେ ସମର୍ଥନ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ