Masthead

ମାର୍ଚ୍ଚ ୧୩ ସୁଧା ୨୨ହଜାର ୩୧୬ ପଏଣ୍ଟ ନିଆଁ ଆୟତ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ମୁଲତବୀ ପ୍ରସ୍ତାଵ ଆଲୋଚନା ବେଳେ ଜଙ୍ଗଲ ନିଆଁକୁ ନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ପ୍ରତିକ୍ରିୟା । କହିଛନ୍ତି ଜଙ୍ଗଲରେ ନିଆଁ ଲିଭାଇବା ପାଇଁ ରାଜ୍ୟସରକାର ସ୍ୱତନ୍ତ୍ର ବୈଷୟିକ ଜ୍ଞାନ କୌଶଳ କକ୍ଷ ପ୍ରତିଷ୍ଠା କରିଛନ୍ତି। ଟାସ୍କଫୋର୍ସ ଗଠନ କରିଯାଇଛି। ତାଙ୍କ ସୁପାରିଶ ଅନୁସାରେ ପଦକ୍ଷପ ନିଆଯାଉଛି। ଜଙ୍ଗଲ ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଏସଓପି ଜାରି କରାଯାଇଛି। ଜିଲ୍ଲାସ୍ତରରେ ଜଙ୍ଗଲ ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଆକ୍ସନ ପ୍ଲାନ କରାଯାଇଛି।

ନିଆଁ ଲିଭାଇବା ପାଇଁ ୩୯୯ ନିଆଁ ଲିଭାଳିଦଳଙ୍କୁ ନିୟୋଜିତ କରାଯାଇଛି। ଗାଡି, ଫାୟାର ବ୍ଲୋୟର, ସୁରକ୍ଷା ଯନ୍ତ୍ରପାତି ଯୋଗାଇ ଦିଆଯାଇଛି। ୨୪ ଘଣ୍ଟିଆ କଣ୍ଟ୍ରୋଲରୁମ କାର୍ଯ୍ୟ କରୁଛି। ମାର୍ଚ୍ଚ ୧୩ ତାରିଖ ସୁଧା ଲାଗିଥିବା ୨୨୭୮୬ ନିଆଁ ଲାଗିଥିବା ପଏଣ୍ଟ ରୁ ୨୨୩୧୬ ପଏଣ୍ଟ ରେ ନିଆଁ ଆୟତ୍ତ କରାଯାଇଛି ବୋଲି ମନ୍ତ୍ରୀ ଉତ୍ତର ରଖିଛନ୍ତ। ଏପଟେ ମନ୍ତ୍ରୀଙ୍କ ଉତ୍ତରରେ ଅସନ୍ତୁଷ୍ଟ ହୋଇ ବିଜେପି ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ