ମାର୍ଚ୍ଚ ୧୩ ସୁଧା ୨୨ହଜାର ୩୧୬ ପଏଣ୍ଟ ନିଆଁ ଆୟତ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ମୁଲତବୀ ପ୍ରସ୍ତାଵ ଆଲୋଚନା ବେଳେ ଜଙ୍ଗଲ ନିଆଁକୁ ନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ପ୍ରତିକ୍ରିୟା । କହିଛନ୍ତି ଜଙ୍ଗଲରେ ନିଆଁ ଲିଭାଇବା ପାଇଁ ରାଜ୍ୟସରକାର ସ୍ୱତନ୍ତ୍ର ବୈଷୟିକ ଜ୍ଞାନ କୌଶଳ କକ୍ଷ ପ୍ରତିଷ୍ଠା କରିଛନ୍ତି। ଟାସ୍କଫୋର୍ସ ଗଠନ କରିଯାଇଛି। ତାଙ୍କ ସୁପାରିଶ ଅନୁସାରେ ପଦକ୍ଷପ ନିଆଯାଉଛି। ଜଙ୍ଗଲ ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଏସଓପି ଜାରି କରାଯାଇଛି। ଜିଲ୍ଲାସ୍ତରରେ ଜଙ୍ଗଲ ନିଆଁକୁ ନିୟନ୍ତ୍ରଣ କରିବା ପାଇଁ ଆକ୍ସନ ପ୍ଲାନ କରାଯାଇଛି।

ନିଆଁ ଲିଭାଇବା ପାଇଁ ୩୯୯ ନିଆଁ ଲିଭାଳିଦଳଙ୍କୁ ନିୟୋଜିତ କରାଯାଇଛି। ଗାଡି, ଫାୟାର ବ୍ଲୋୟର, ସୁରକ୍ଷା ଯନ୍ତ୍ରପାତି ଯୋଗାଇ ଦିଆଯାଇଛି। ୨୪ ଘଣ୍ଟିଆ କଣ୍ଟ୍ରୋଲରୁମ କାର୍ଯ୍ୟ କରୁଛି। ମାର୍ଚ୍ଚ ୧୩ ତାରିଖ ସୁଧା ଲାଗିଥିବା ୨୨୭୮୬ ନିଆଁ ଲାଗିଥିବା ପଏଣ୍ଟ ରୁ ୨୨୩୧୬ ପଏଣ୍ଟ ରେ ନିଆଁ ଆୟତ୍ତ କରାଯାଇଛି ବୋଲି ମନ୍ତ୍ରୀ ଉତ୍ତର ରଖିଛନ୍ତ। ଏପଟେ ମନ୍ତ୍ରୀଙ୍କ ଉତ୍ତରରେ ଅସନ୍ତୁଷ୍ଟ ହୋଇ ବିଜେପି ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ