Masthead

ଆସନ୍ତାବର୍ଷ ପତାକା ଉଡ଼ାଇ ପାରିବେନି ମୋଦି: ଲାଲୁ ପ୍ରସାଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲାଲକିଲାରୁ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଦଶମ ଥର ଦେଶକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି ମୁଁ ଆସନ୍ତାବର୍ଷ ଲାଲକିଲାରୁ ପୁଣି ପତାକା ଉତ୍ତୋଳନ କରିବି । ଯାହୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆରଜେଡି ସୁପ୍ରିମୋ ଲାଲୁ ଯାଦବ । ସେ କହିଛନ୍ତି ଆସନ୍ତା ବର୍ଷ ମୋଦି ପତାକା ଉଡାଇ ପାରିବେ ନାହିଁ। ଏହି ବର୍ଷ ସେ ଶେଷ ଥର ପାଇଁ ରେଡ ଫୋର୍ଟରୁ ତ୍ରରଙ୍ଗା ଉଡାଇଛନ୍ତି। ଏହା ସହିତ ଲାଲୁ ଯାଦବ ରାଜ୍ୟ ତଥା ଦେଶବାସୀଙ୍କୁ ସ୍ୱାଧୀନତା ଦିବସରେ ଅଭିନନ୍ଦନ ଜଣାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’