Masthead

୨୨ରେ ବଲାଙ୍ଗିର ଗସ୍ତରେ ନବୀନ, ବାଣ୍ଟିବେ ସ୍ମାର୍ଟ କାର୍ଡ

ଭୁବନେଶ୍ଵର( ବଡ଼ ଖବର ବ୍ୟୁରୋ ): ଆସନ୍ତା ୨୨ରେ ବଲାଙ୍ଗିର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଣ୍ଟିବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ । ୩୦୦କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ତେବେ ବଲାଙ୍ଗିର ଗସ୍ତରେ ଯାଇ ୩ଟି ସ୍ଥାନରେ କାର୍ଯ୍ୟକ୍ରମରେ ଯୋଗ ଦେବେ।

ଟିଟିଲାଗଡ଼,ପାଟଣାଗଡ଼ ଓ ବଲାଙ୍ଗିରରେ ମଧ୍ୟ ସରକାରୀ କାର୍ୟ୍ୟକ୍ରମରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ଦୃଷ୍ଟିରେ ରଖି ଉଭୟ ଜିଲ୍ଲା ପ୍ରଶାସନ ଓ ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପଂଚାୟତ ଓ ସାଧାରଣ ନିର୍ବାଚନରେ ଦଳର ପ୍ରଦର୍ଶନ ବଲାଙ୍ଗିର ଜିଲ୍ଲାରେ ଆଶାନୁରୂପ ନଥିବାବେଳେ ଦଳୀୟ ସଂଗଠନକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତରୁ ଫାଇଦା ନେବାକୁ ବିଜେଡି ଲକ୍ଷ୍ୟ ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି