Masthead

ତିରୋଧାନ ଦିବସରେ ଗାନ୍ଧିଙ୍କୁ ଅସମ୍ମାନ, ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାତ୍ମା ଗାନ୍ଧିଙ୍କ ତିରୋଧାନ ଦିବସରେ ଆମେରିକାରୁ ଗାନ୍ଧିଙ୍କ ପ୍ରତି ଅସମ୍ମାନର ଖବର ଆସିଛି । ଆମେରିକା କାଲିଫର୍ନିଆର ଏକ ପାର୍କରେ ମହାତ୍ମା ଗାନ୍ଧିଙ୍କ ଏକ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି । ଏହି ଘଟଣାକୁ ଆମେରିକାରେ ରହୁଥିବା ଭାରତୀୟ-ଆମେରିକୀୟମାନଙ୍କ ମଧ୍ୟରେ ବହୁତ ଆକ୍ରୋଶ ଦେଖାଦେଇଛି । ଏହାର ତୁରନ୍ତ ତଦନ୍ତ ଆରମ୍ଭ କରିବାକୁ ଆମେରିକା ସରକାରଙ୍କୁ ଦାବି କରିଛନ୍ତି ।

ଉତ୍ତର କାଲିଫର୍ନିଆର ଡେଭିସ୍ ସିଟିର ଏକ ପାର୍କରେ ଛଅ ଫୁଟ ଉଚ୍ଚ ଏବଂ ୨୯୪ କିଲୋଗ୍ରାମ ବିଶିଷ୍ଟ ଏକ ବ୍ରୋଞ୍ଜର ଗାନ୍ଧିଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା । ତେବେ ଦୁର୍ବୃତ୍ତମାନେ ମୂର୍ତ୍ତିର ମୁହଁକୁ ଭାଙ୍ଗିବା ସହିତ ମୂର୍ତ୍ତିର ଗୋଡକୁ ମଧ୍ୟ ଭାଙ୍ଗିଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ